• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Thursday 16 May 2024

କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ ।

ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।

ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।।ଣ, ଧର୍ମାନୁଷ୍ଠାନରେ, ମନ୍ଦିର ରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :