• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 16 May 2024

ଧନିଷ୍ଠା- ଭଲ ନିତ୍ୟକର୍ମ ଏବଂ ସୁସ୍ଥ ଖାଦ୍ୟ ଖାଇବା ଅଭ୍ୟାସ ବଜାୟ ରଖିବାକୁ ପଡିବ । ବ୍ୟବସାୟରେ ସଫଳତା ପାଇବେ ଏବଂ କମ୍ ଅସୁବିଧା ଅନୁଭବ କରିବେ । କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ

ଶତଭିଷା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜୀବନ ସାଥି ଦୁହେଁ ପରସ୍ପର ପାଇଁ ସମୟ ବାହାର କରିବେ । ଯେକୌଣସି ପ୍ରକାରର ସମ୍ପତ୍ତି କ୍ରୟ କରିବା ଠାରୁ ଦୂରେଇ ରହିବ

ପୂ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :