• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Thursday 16 May 2024

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :