• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 16 May 2024

ମଘା- ଶାରୀରିକ କ୍ଲେଶ ଦୂର ହେବ । ଆପଣ ଆଧ୍ୟାତ୍ମିକ ଚିନ୍ତାଧାରାକୁ ବଢ଼ାଇବେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ

ପୂ- ଫାଲ୍‌ଗୁନୀ- କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପରିବାରକୁ ଏକଜୁଟ ରଖିବା ପାଇଁ କ୍ଷମତା ଦେଖା ଦେବ । ବିବାହିତ ଜୀବନ ପୁଣି ସୁଖମୟ ହେବ

ଉ- ଫାଲ୍‌ଗୁନୀ- ଏକ ଭଲ ଗାଡ଼ି କିଣିବାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଆପଣ ପୈତୃକ ସମ୍ପତ୍ତି ଲାଭ କରି ପାରିବେ

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :