• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Thursday 16 May 2024

ଉ- ଫାଲ୍‌ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :