• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Thursday 16 May 2024

ଚିତ୍ରା- ଆପଣଙ୍କର ପ୍ରତିଯୋଗୀମାନେ ଟିକେ ଶକ୍ତିଶାଳୀ ହେବେ ଯାହା ଆପଣଙ୍କ ଉପରେ ମାନସିକ ଚାପ ସୃଷ୍ଟି କରିବ । କୌଣସି ଜିନିଷକୁ ସନ୍ତୁଳିତ ନ କରିପାରି ଯାହା ଦ୍ୱାରା ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଚାକିରୀ ପାଇବା କାରଣରୁ ଆପଣ ବହୁତ ଖୁସି ରହିବେ

ସ୍ୱାତୀ- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଜୀବନସାଥୀ ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ବିଶାଖା- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା