• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଗୁୁରୁବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି-୮ମୀ(ମଳ) ପ୍ରାତଃ ୦୬.୨୩ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Thursday 16 May 2024

ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :