• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Oct 2022: ଆଜି ଏହି ରାଶିର ବ୍ୟକ୍ତି ଜଗି ରଖି ଚଳନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।

Taurus

ବୃଷ

Sunday 16 Oct 2022

କୃତିକା  - ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ । ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ ।
ରୋହିଣୀ – ରାଜନୀତିରେ ମାନସମ୍ମାନ ହାନିର ସମ୍ଭାବନା ରହିଛି । ବଡ଼ ବ୍ୟବସାୟୀଙ୍କ ସହିତ ହାତ ମିଳାଇବେ । ବିଦ୍ୟାର୍ଥୀମାନେ ବିଦେଶକୁ ଯାତ୍ରା କରିପାରନ୍ତି। 
ମୃଗଶିରା –ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।  ମହିଳାମାନେ ଭାରାକ୍ରାନ୍ତ ମନ ଦେଇ ଗତି କରିବେ। 

ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :