• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Oct 2022: ଆଜି ଏହି ରାଶିର ବ୍ୟକ୍ତି ଜଗି ରଖି ଚଳନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।

Pisces

ମୀନ

Sunday 16 Oct 2022

ପୂ , ଭାଦ୍ରପଦ - ଶାରୀରିକ ଉନ୍ନତି ଘଟିବ । ଅଫିସ୍‌ରେ ସହକର୍ମୀଙ୍କ ସହିତ ବନ୍ଧୁତା ହୋଇପାରେ। ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । 
ଉ , ଭଦ୍ରପଦ - ରାଜନୀତିରେ କୌଣସି କାର୍ଯ୍ୟରେ ସାହସିକ ପଦକ୍ଷପ ନେବେ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ବହୁତ ଭଲ ରହିବେ
ରେବତୀ – ବ୍ୟବସାୟ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ଲାଗି ରହିପାରେ । ମହିଳାମାନେ ଭୁଲ କାର୍ଯ୍ୟ କରି ଅପମାନିତ ହୋଇପାରନ୍ତି।

ପ୍ରତିକାର- ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :