• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Oct 2022: ଆଜି ଏହି ରାଶିର ବ୍ୟକ୍ତି ଜଗି ରଖି ଚଳନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।

Virgo

କନ୍ୟା

Sunday 16 Oct 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ । ବ୍ୟବସାୟ, ବାଣିଜ୍ୟରେ କ୍ଷତି ତଥା ଅଯଥା ବ୍ୟୟ କରିବାକୁ ପଡ଼ିବ ।
ହସ୍ତା – କର୍ମଜୀବୀମାନେ କର୍ମପ୍ରବଣତା ଦେଖାଇବେ । ବିଦ୍ୟାର୍ଥୀମାନେ ପାଠପଢ଼ାରେ ଆଗ୍ରହ ପ୍ରକାଶ କରିବେ । କୌଣସି ବିଷୟକୁ ନେଇ ଶିକ୍ଷାର୍ଥୀଙ୍କ  ରୁଚି ବଢିବ ।
ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର -   ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :