• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Oct 2022: ଆଜି ଏହି ରାଶିର ବ୍ୟକ୍ତି ଜଗି ରଖି ଚଳନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।

Libra

ତୁଳା

Sunday 16 Oct 2022

ଚିତ୍ରା – ମନବୋଳ ଦୃଢ଼ ରହିବ। ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଚାକିରିଆଙ୍କୁ ଅଫିସ୍ କାମରେ  ଦୂର ଜାଗାକୁ ଯାତ୍ରା କରବିକୁ ପଡ଼ିପାରେ। 
ସ୍ୱାତୀ – କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ।
ବିଶାଖା – ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । 

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :