• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Oct 2022: ଆଜି ଏହି ରାଶିର ବ୍ୟକ୍ତି ଜଗି ରଖି ଚଳନ୍ତୁ, ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି...

ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇ ପାରନ୍ତି। ନୂଆ ଲୋକଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭାବିଥିବା କୌଣସି ଜରୁରୀ କାମ ସମ୍ପୂର୍ଣ୍ଣ ହେବ।

Sagittarius

ଧନୁ

Sunday 16 Oct 2022

ମୂଳା – ମାନସିକ ସ୍ତରରେ ଉନ୍ନତି ଆସିବ । ପୁରୁଣା କଥା ଭୁଲି ସଂପର୍କ ରକ୍ଷା କରିବେ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ।
ପୂ , ଷାଢା – ଜନକଲ୍ୟାଣ କାର୍ଯ୍ୟରେ ସମୟ ଦେବେ । ବ୍ୟବସାୟରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ୟାରିୟରରେ ସଫଳତା ପ୍ରାପ୍ତ ହେବ
ଉ , ଷାଢା – ଭୂମି ଲାଭର ସୂଚନା ମିଳିବ । ମହିଳାମାନେ ଚାରିରିରେ ଉଚ୍ଚ ପଦବୀ ପାଇବେ 

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :