• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Wednesday 16 Oct 2024

ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ଦ୍ୱିଜା-ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

କୃତିକା- ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :