• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Wednesday 16 Oct 2024

କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର‌୍ୟ୍ୟ ଠିକ୍ ଭାବରେ କରି ପାରିବେ ନାହିଁ

ରୋହିଣୀ- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ମୃଗଶିରା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :