• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Wednesday 16 Oct 2024

ଧନିଷ୍ଠା- ଦେହ ପିଡା ହେତୁ ସବୁ କାର‌୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହିବ ନାହିଁ ।

ଶତଭିଷା- କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର‌୍ୟ୍ୟ ହେବେ । ମହିଳା ମାନେ ଖୁସି ଅନୁଭବ କରିବେ ।ରାଜନୈତିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ ସୃଷ୍ଟି ହୋଇପାରେ ।

ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :