• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Wednesday 16 Oct 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି । ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।

ରେବତୀ- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । ପରିସି୍ଥତିରେ ପଡି ଜମିକୁ ଭାଗ କରି ପାରନ୍ତି

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :