• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Wednesday 16 Oct 2024

ମୃଗଶିରା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଆଦ୍ରା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ

ପୁନର୍ବସୁ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :