• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Wednesday 16 Oct 2024

ପୁନର୍ବସୁ- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତି କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ ।

ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଅଶ୍ଲେଷା- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :