• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Wednesday 16 Oct 2024

ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।

ପୂ,ଫାଲଗୁନି- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ ।

ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :