• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Wednesday 16 Oct 2024

ଉ,ଫଳଗୁନି- ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ

ହସ୍ତା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।

ଚିତ୍ରା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :