• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Wednesday 16 Oct 2024

ଚିତ୍ରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ବିଶାଖା-ପଡୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :