• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Wednesday 16 Oct 2024

ବିଶାଖା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ

ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।

ଜ୍ୟେଷ୍ଠା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :