• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Wednesday 16 Oct 2024

ମୂଳା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ପୂ,ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର‌୍ୟ୍ୟକୁ ସମ୍ଭାଳୀ ନେବେ । ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉତ୍‌ଫୁଲ୍ଲିତ ହୋଇପାରନ୍ତି ।

ଉ,ଷାଢା- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :