• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th October 2024: ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଖୁସି ଖବର,ପ୍ରାପ୍ତି ହେବ ଧନ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର ,ତିଥି- ୧୪ଶୀ ରାତ୍ରି ୧୨.୧୯ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Wednesday 16 Oct 2024

ଉ,ଷାଢା- ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ

ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।

ଧନିଷ୍ଠା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :