• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 16 Sep 2024

ଅଶ୍ୱନୀ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର‌୍ୟ୍ୟରେ କୃତକାର‌୍ୟ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ

ଦ୍ୱିଜା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଆତ୍ମୀୟ ସୂଜନଙ୍କ ସାହାର୍ଯ୍ୟ ସହଯୋଗ ପାଇବେ

କୃତିକା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସି୍ଥତି ବିପର‌୍ୟ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :