• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 16 Sep 2024

କୃତିକା- ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । କୃଷି ସମ୍ବନ୍ଧୀୟ କାର‌୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି

ରୋହିଣୀ- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ

ମୃଗଶିରା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :