• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 16 Sep 2024

ପୂ,ଭାଦ୍ରପଦ- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ

ଉ,ଭାଦ୍ରପଦ- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।

ରେବତୀ- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :