• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 16 Sep 2024

ମୃଗଶିରା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର‌୍ୟ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ

ଆଦ୍ରା- ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ପୁନର୍ବସୁ- ପରୋକ୍ଷ ଶତୃତା ପ୍ରତି ସତର୍କ ରହିବା ଭଲ ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :