• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 16 Sep 2024

ପୁନର୍ବସୁ- ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି ।

ପୁଷ୍ୟା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ

ଅଶ୍ଲେଷା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :