• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 16 Sep 2024

ମଘା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ

ପୂ- ଫାଲ୍‌ଗୁନୀ- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସି୍ଥତି ମଧ୍ୟଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ

ଉ- ଫାଲ୍‌ଗୁନୀ- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର‌୍ୟ୍ୟରେ ବାଧାପ୍ରାପ୍ତ ଦେଖାଦେବ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :