• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 16 Sep 2024

ଚିତ୍ରା- ବୈବାହିକ ଜୀବନରେ ମଧୟରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ

ସ୍ୱାତୀ- ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ

ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :