• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 16 Sep 2024

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର‌୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ

ଅନୁରାଧା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ

ଜ୍ୟେଷ୍ଠା- ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :