• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 16 Sep 2024

ଉ,ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର‌୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ

ଶ୍ରବଣା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ

ଧନିଷ୍ଠା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର‌୍ୟ୍ୟ ସିଦ୍ଧ ହେବ । ଚାକିରି କ୍ଷେତ୍ରରେ ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :