• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ବିଦେଶ ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ସୋମବାର। ଚନ୍ଦ୍ର- ମକର ପ୍ରାତଃ ୦୫.୪୪ ଗତେ କୁମ୍ଭ ,ତିଥି- ୧୩ଶୀ ଦିବା ୦୩.୧୦ ଗତେ ୧୪ଶୀ,ଘାତଚନ୍ଦ୍ର- ସିଂହ ରାଶିର , ପ୍ରାତଃ ୦୫.୪୪ ଗତେ ମିଥୁନ ଓ ମୀନ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 16 Sep 2024

ଧନିଷ୍ଠା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ

ଶତଭିଷା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ

ପୂ, ଭାଦ୍ରପଦ- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :