• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Saturday 17 Feb 2024

ଅଶ୍ୱନୀ- ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।

ଦ୍ୱିଜା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।

କୃତିକା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :