• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Saturday 17 Feb 2024

କୃତିକା- କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ ।

ରୋହିଣୀ- ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।

ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।

ପ୍ରତିକାର- ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :