• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Saturday 17 Feb 2024

ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ

ଉ,ଭାଦ୍ରପଦ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥିମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।

ରେବତୀ- ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :