• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Saturday 17 Feb 2024

ପୁନର୍ବସୁ- ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ ।

ପୁଷ୍ୟା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଅଶ୍ଲେଷା- ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :