• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Saturday 17 Feb 2024

ମଘା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୂ,ଫାଲଗୁନି- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢ଼ିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୂରା ଦିନ ମନ ପ୍ରସନ୍ନ ରହିବ ।

ଉ,ଫାଲଗୁନି- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର- ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :