• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Saturday 17 Feb 2024

ଉ,ଫଲଗୁନି- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଂ କରିପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ହସ୍ତା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ଚିତ୍ରା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ପ୍ରତିକାର - ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :