• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Saturday 17 Feb 2024

ଚିତ୍ରା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।

ସ୍ୱାତୀ- ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଆପଣଙ୍କର ଜ୍ଞାନ ଏବଂ ଉପସ୍ଥିତ ବୁଦ୍ଧି ଆପଣଙ୍କୁ ସମସ୍ତ ସମସ୍ୟା ଦୂର କରିବାରେ ସାହାଯ୍ୟ କରିବ । କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ବିଶାଖା- ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ ।

ପ୍ରତିକାର- ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :