• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Saturday 17 Feb 2024

ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ ।

ଅନୁରାଧା- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟେଷ୍ଠା- ପିତୃପୁରୁଷଙ୍କ ସମ୍ପତ୍ତିରେ ବ୍ୟବସାୟ ଲାଭଜନକ ହୋଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ ।

ପ୍ରତିକାର- ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :