• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17 Feb 2024: ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ

ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Saturday 17 Feb 2024

ଉ,ଷାଢା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ । ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ ।

ଶ୍ରବଣା- ଶିକ୍ଷାର୍ଥିମାନେ କିଛି ପରିମାଣରେ ଶୁଭଫଳ ପାଇବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ଧନିଷ୍ଠା- ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ପ୍ରତିକାର- ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :