• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17h June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ

Aries

ମେଷ

Saturday 17 Jun 2023

ଅଶ୍ୱନୀ- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ

ଦ୍ୱିଜା- ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।

କୃତିକା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି ।

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :