• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17h June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ

Aquarius

କୁମ୍ଭ

Saturday 17 Jun 2023

ଧନିଷ୍ଠା- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ ।

ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :