• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17h June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ

Pisces

ମୀନ

Saturday 17 Jun 2023

ପୂ, ଭାଦ୍ରପଦ- ନିଜ ଲୋକ ସାହାଯ୍ୟ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ ।

ଉ, ଭାଦ୍ରପଦ- ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତୃମାନେ ଦୁର୍ବଳ ହେବେ ।

ରେବତୀ - ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :