• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17h June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ

Cancer

କର୍କଟ

Saturday 17 Jun 2023

ପୁନର୍ବସୁ- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ରାଜନିତିରେ ଉନ୍ନତି ହୋଇପାରେ

ଅଶ୍ଳେଷା- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।

ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :