• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17h June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୪ଶୀ ଦିବା ୦୯.୧୧ ଗତେ ଅମାବାସ୍ୟା ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି – ଭୂମିଦାନ

Sagittarius

ଧନୁ

Saturday 17 Jun 2023

ମୂଳା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ

ପୂ, ଷାଢା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ଉ, ଷାଢା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :