ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୮.୫୨ ଗତେ ମୀନ ,ତିଥି – ୧୨ଶୀ ଦିବା ୦୩.୪୬ ଗତେ ୧୩ଶୀ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୮.୫୨ ଗତେ ଧନୁ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩.୪୬ ଗତେ ଗତେ ୧ ପାଦ ।
ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ସାମାନ୍ୟ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ
ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷି ହେବେ
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮