ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୮.୫୨ ଗତେ ମୀନ ,ତିଥି – ୧୨ଶୀ ଦିବା ୦୩.୪୬ ଗତେ ୧୩ଶୀ,ଘାତ ଚନ୍ଦ୍ର – ମିଥୁନ ଓ ମୀନ ରାତ୍ରି ୦୮.୫୨ ଗତେ ଧନୁ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞନ ଦାନ ଦିବା ୦୩.୪୬ ଗତେ ଗତେ ୧ ପାଦ ।
ମୂଳା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାଯ୍ୟସିଦ୍ଧି ଘଟିବ । ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ ।
ପୂ, ଷାଢା- ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ଉ, ଷାଢା- ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ପ୍ରତିକାର – ମାଆ ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩